ଯିହୋଶୂୟ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ଊର୍ଦ୍ଧ୍ଵରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ୍ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲାନ୍ତପୁଣି ପଦା-ଭୂମିର ସମୁଦ୍ର, ଅର୍ଥାତ୍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ। Faic an caibideilଓଡିଆ ବାଇବେଲ16 ଉର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ। Faic an caibideilପବିତ୍ର ବାଇବଲ16 ତା'ପରେ ଉପରୁ ବହୁଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ୍ ପର୍ଯ୍ୟନ୍ତ ବନ୍ଦ ହୋଇଗଲା ଓ ଗୋଟିଏ ରାଶିରେ ପରିଣତ ହୋଇ ସ୍ଥଗିତ ହେଲା। ଏବଂ ମୃତ ସମୁଦ୍ରକୁ ଯାଉଥିବା ନିମ୍ନଗାମୀ ଜଳସ୍ରୋତ ବନ୍ଦ ହୋଇଗଲା। ଇତ୍ୟବସରେ ଲୋକମାନେ ଯିରୀହୋ ନିକଟରେ ଯର୍ଦ୍ଦନ ନଦୀ ପାର ହେଲେ। Faic an caibideil |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।