ଯିହୋଶୂୟ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର।” ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର। ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ। Faic an caibideilଓଡିଆ ବାଇବେଲ6 ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର। ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ। Faic an caibideilପବିତ୍ର ବାଇବଲ6 ତା'ପରେ ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଉଠାଅ ଏବଂ ଲୋକମାନଙ୍କର ସମ୍ମୁଖରେ ନଦୀ ମଧ୍ୟରେ ଏହା ବହି ନିଅ।” ତେଣୁ ଯାଜକମାନେ ନିୟମ-ସିନ୍ଦୁକ ବହନ କରି ଲୋକମାନଙ୍କର ଆଗେ ଆଗେ ଗ୍ଭଲିଲେ। Faic an caibideil |