Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଶୁଣ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ତୁମ୍ଭେମାନେ ଏସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଶୁଣ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ତହିଁରେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣକୁ କହିଲେ, ତୁମ୍ଭେମାନେ ଏହି ସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଶୁଣ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ତା'ପରେ ଯିହୋଶୂୟ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ଏହିଠାକୁ ଆସ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର କଥାମାନ ଶୁଣ।

Faic an caibideil Dèan lethbhreac




ଯିହୋଶୂୟ 3:9
4 Iomraidhean Croise  

ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ସେହିପରି ତୁମ୍ଭେମାନେ କରିବ ନାହିଁ।


ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।


ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ି ଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।


ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।’”


Lean sinn:

Sanasan


Sanasan