ଯିହୋଶୂୟ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହିରୂପେ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଏହିରୂପେ ସମସ୍ତ ଲୋକ ନିଃଶେଷ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ। Faic an caibideilଓଡିଆ ବାଇବେଲ11 ଏହିରୂପେ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ। Faic an caibideilପବିତ୍ର ବାଇବଲ11 ଯେତେବେଳେ ସମସ୍ତ ଲୋକମାନେ ନଦୀ ପାର ହୋଇଗଲେ, ଏହା ପରେ ଯାଜକଗଣ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଯର୍ଦ୍ଦନ ନଦୀ ପାର ହୋଇଗଲେ। Faic an caibideil |