ଯିହୋଶୂୟ 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)14 ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ। Faic an caibideilଓଡିଆ ବାଇବେଲ14 ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ। Faic an caibideilପବିତ୍ର ବାଇବଲ14 ସେହି ଦିନ ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ଆଗରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ। ତହିଁରେ ଲୋକମାନେ ମୋଶାଙ୍କୁ ଯେପରି ଭୟ କରୁଥିଲେ, ସମ୍ମାନ କରୁଥିଲେ, ସେହିପରି ତାଙ୍କର ଜୀବନସାରା ତାଙ୍କୁ ଭୟ ଓ ସମ୍ମାନ କଲେ। Faic an caibideil |