Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 4:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍‍ଗଲ୍‍ରେ ସ୍ଥାପନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

20 ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍ଗଲ୍ରେ ସ୍ଥାପନ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

20 ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍‍ଗଲ୍‍ରେ ସ୍ଥାପନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

20 ସେମାନେ ଯର୍ଦ୍ଦନରୁ ଆଣିଥିବା ସେହି ବାରଟି ଶିଳାଖଣ୍ଡକୁ ଯିହୋଶୂୟ ଗି‌ଲ୍‌ଗ‌ଲ୍‌ଠାରେ ସ୍ଥାପନ କଲେ।

Faic an caibideil Dèan lethbhreac




ଯିହୋଶୂୟ 4:20
3 Iomraidhean Croise  

ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,


ସେମାନଙ୍କୁ ଆଜ୍ଞା ଦେଇ କୁହ, ‘ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାରଗୋଟି ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ।’”


ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯିହୋଶୂୟଙ୍କର ଆଜ୍ଞାନୁସାରେ କର୍ମ କଲେ, ସଦାପ୍ରଭୁ ଯିହୋଶୂୟଙ୍କୁ ଯେପରି କହିଥିଲେ, ସେପରି ସେମାନେ ଇସ୍ରାଏଲ-ସନ୍ତାନଗଣର ବଂଶର ସଂଖ୍ୟାନୁସାରେ ଯର୍ଦ୍ଦନ ମଧ୍ୟରୁ ବାରଗୋଟି ପ୍ରସ୍ତର ଉଠାଇ ଆପଣାମାନଙ୍କ ସଙ୍ଗେ ସେପାରିକି ନେଇ ବସା କରିବା ସ୍ଥାନରେ ରଖିଲେ।


Lean sinn:

Sanasan


Sanasan