ଯିହୋଶୂୟ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ, Faic an caibideilପବିତ୍ର ବାଇବଲ (Re-edited) - (BSI)21 ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ, Faic an caibideilଓଡିଆ ବାଇବେଲ21 ପୁଣି ସେ ଇସ୍ରାଏଲ ସନ୍ତାନଗଣକୁ କହିଲେ, ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ, Faic an caibideilପବିତ୍ର ବାଇବଲ21 ତା'ପରେ ଯିହୋଶୂୟ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ଭବିଷ୍ୟତରେ ତୁମ୍ଭର ପିଲାମାନେ ସେମାନଙ୍କର ପିତାମାତାଙ୍କୁ ପଗ୍ଭରିବେ, ‘ଏ ପଥରଗୁଡ଼ିକ କ’ଣ?’ Faic an caibideil |