Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 4:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କାରଣ ଆମ୍ଭେମାନେ ପାର ହେବା ଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସୂଫ ସାଗର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବା ଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

23 କାରଣ ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ସୂଫ ସମୁଦ୍ର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;

Faic an caibideil Dèan lethbhreac

ଓଡିଆ ବାଇବେଲ

23 କାରଣ ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସୂଫ ସାଗର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ

23 ଆମ୍ଭେମାନେ ପାର ହେବାଯାଏ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କର ଶକ୍ତିବଳରେ ସୂଫସାଗର ଶୁଷ୍କ କରିଥିଲେ, ସେହିପରି ତୁମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନ ନଦୀ ଶୁଷ୍କ କଲେ।’

Faic an caibideil Dèan lethbhreac




ଯିହୋଶୂୟ 4:23
8 Iomraidhean Croise  

ତେବେ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।


ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।


ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।


ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।


କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।


ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;


Lean sinn:

Sanasan


Sanasan