ଯିହୋଶୂୟ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ; Faic an caibideilପବିତ୍ର ବାଇବଲ (Re-edited) - (BSI)5 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ; Faic an caibideilଓଡିଆ ବାଇବେଲ5 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ; Faic an caibideilପବିତ୍ର ବାଇବଲ5 ଯିହୋଶୂୟ ସେହି ବାର ଜଣ ଲୋକଙ୍କୁ କହିଲେ, “ଯର୍ଦ୍ଦନ ନଦୀର ମଝିକୁ ଯାଅ ଯେଉଁଠାରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଠିଆ ହୋଇ ଥିଲେ, ତୁମ୍ଭେମାନେ ବାରଟି ଶିଳାଖଣ୍ତ ପାଇବା ଉଚିତ୍। ସେଠାରୁ ତୁମ୍ଭେମାନେ ପ୍ରତ୍ୟେକେ ଗୋଟିଏ ଲେଖାଏଁ ଶିଳା ତୁମ୍ଭ କାନ୍ଧରେ ବହି ଆଣିବ। Faic an caibideil |