ଯିହୋଶୂୟ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ବାହାରି ଆସିଥିବା ସମସ୍ତ ଲୋକ ସୁନ୍ନତ ହୋଇଥିଲେ; ମାତ୍ର ମିସରରୁ ବାହାରି ଆସୁ ଆସୁ ଯେତେ ଲୋକ ବାଟରେ ପ୍ରାନ୍ତର ମଧ୍ୟରେ ଜନ୍ମିଥିଲେ, ସେମାନଙ୍କର ସୁନ୍ନତ ହୋଇ ନ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)5 ବାହାରି ଆସିଥିବା ସମସ୍ତ ଲୋକ ସୁନ୍ନତ ହୋଇଥିଲେ; ମାତ୍ର ମିସରରୁ ବାହାରି ଆସୁ ଆସୁ ଯେତେ ଲୋକ ବାଟରେ ପ୍ରାନ୍ତର ମଧ୍ୟରେ ଜନ୍ମିଥିଲେ, ସେମାନଙ୍କର ସୁନ୍ନତ ହୋଇ ନ ଥିଲା। Faic an caibideilଓଡିଆ ବାଇବେଲ5 ବାହାରି ଆସିଥିବା ସମସ୍ତ ଲୋକ ସୁନ୍ନତ ହୋଇଥିଲେ; ମାତ୍ର ମିସରରୁ ବାହାରି ଆସୁ ଆସୁ ଯେତେ ଲୋକ ବାଟରେ ପ୍ରାନ୍ତର ମଧ୍ୟରେ ଜନ୍ମିଥିଲେ, ସେମାନଙ୍କର ସୁନ୍ନତ ହୋଇ ନ ଥିଲା। Faic an caibideil |
ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।