ଯିହୋଶୂୟ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକି ଆସିଲେ, ଆଉ ଛାଉଣିରେ ବାସ କଲେ। Faic an caibideilଓଡିଆ ବାଇବେଲ11 ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ। Faic an caibideilପବିତ୍ର ବାଇବଲ11 ଏହିପରି ଭାବରେ ଯିହୋଶୂୟ ପବିତ୍ର ସିନ୍ଦୁକ ସହିତ ଯାଜକ ଓ ସୈନ୍ୟଗଣଙ୍କୁ ଥରେ ସହର ପରିକ୍ରମା କରାଇଲେ। ଏହା ପରେ ସେମାନେ ଛାଉଣିକୁ ଫେରି ଆସି ବିଶ୍ରାମ ନେଲେ। Faic an caibideil |