Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ଦ୍ୱିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକୁ ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ଆଉ ଦ୍ଵିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକି ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

14 ଆଉ ଦ୍ୱିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକୁ ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

14 ଏହିପରି ଭାବରେ ଦ୍ୱିତୀୟ ଦିନ ଥରେ ନଗର ପରିକ୍ରମା କଲେ। ଏବଂ ଏହା ପରେ ଛାଉଣିକୁ ଫେରି ଆସିଲେ। ଏହିପରି ଭାବରେ ସେମାନେ ଛଅ ଦିନ ପର୍ଯ୍ୟନ୍ତ କଲେ।

Faic an caibideil Dèan lethbhreac




ଯିହୋଶୂୟ 6:14
4 Iomraidhean Croise  

ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ।


ଆଉ ସାତ ଯାଜକ ମହାଶବ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍‍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ।


ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହି ଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ।


ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।


Lean sinn:

Sanasan


Sanasan