Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହି ଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହିଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

15 ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହିଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

15 ସପ୍ତମ ଦିନ ସୂର୍ଯ୍ୟୋଦୟ ପୂର୍ବରୁ ଉଠି ସେମାନେ ସହରକୁ ସାତଥର ପରିକ୍ରମା କଲେ। ପୂର୍ବଥର ଯେଉଁ ପଥରେ ପରିକ୍ରମା କରିଥିଲେ, ଏଥର ମଧ୍ୟ ସେହି ପଥଦେଇ ଗଲେ। କିନ୍ତୁ ସେହି ଦିନ ସେମାନେ ସାତଥର ନଗର ପରିକ୍ରମା କଲେ।

Faic an caibideil Dèan lethbhreac




ଯିହୋଶୂୟ 6:15
7 Iomraidhean Croise  

ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।


ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍‌ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ।


ବିଶ୍ୱାସ ଦ୍ୱାରା ଯିରୀହୋ ପ୍ରାଚୀର ସାତ ଦିନ ପର୍ଯ୍ୟନ୍ତ ଘେରିଲା ଉତ୍ତାରେ ଭୂମିସାତ୍‍ ହେଲା।


ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।


ଆଉ ଦ୍ୱିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକୁ ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ।


ପୁଣି ଯାଜକମାନେ ସପ୍ତମ ଥର ତୂରୀ ବଜାଇବା ବେଳେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଜୟଧ୍ୱନି କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏ ନଗର ଦେଲେ।


ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।


Lean sinn:

Sanasan


Sanasan