ଯିହୋଶୂୟ 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ଯାଜକମାନେ ସପ୍ତମ ଥର ତୂରୀ ବଜାଇବା ବେଳେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଜୟଧ୍ୱନି କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏ ନଗର ଦେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ପୁଣି ଯାଜକମାନେ ସପ୍ତମ ଥର ତୂରୀ ବଜାଇବା ବେଳେ ଯିହୋଶୂୟ ଲୋକମାନଙ୍କୁ କହିଲେ, ଜୟଧ୍ଵନି କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏ ନଗର ଦେଲେ। Faic an caibideilଓଡିଆ ବାଇବେଲ16 ପୁଣି ଯାଜକମାନେ ସପ୍ତମ ଥର ତୂରୀ ବଜାଇବା ବେଳେ ଯିହୋଶୂୟ ଲୋକମାନଙ୍କୁ କହିଲେ, ଜୟଧ୍ୱନି କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏ ନଗର ଦେଲେ। Faic an caibideilପବିତ୍ର ବାଇବଲ16 ସପ୍ତମ ଥର ନଗର ପ୍ରଦକ୍ଷିଣ କରିବା ବେଳେ ଯାଜକମାନେ ତୂରୀ ବଜାଇଲେ। ଏହି ସମୟରେ ଯିହୋଶୂୟ ନିର୍ଦ୍ଦେଶ ଦେଲେ, “ବର୍ତ୍ତମାନ ଜୟଧ୍ୱନି ଦିଅ। ଯେହେତୁ ସଦାପ୍ରଭୁ ତୁମ୍ଭକୁ ଏ ନଗର ଦାନ କଲେ। Faic an caibideil |