ଯିହୋଶୂୟ 6:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ୱ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ୱେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଗୁପ୍ତଚରଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)25 ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ଵ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ଵେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଦୂତମାନଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା। Faic an caibideilଓଡିଆ ବାଇବେଲ25 ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ୱ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ୱେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଗୁପ୍ତଚରଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା। Faic an caibideilପବିତ୍ର ବାଇବଲ25 ଯିହୋଶୂୟ ରାହାବକୁ ଓ ତା'ର ପରିବାରବର୍ଗମାନଙ୍କୁ ରକ୍ଷା କଲେ କାରଣ ସେ ଗୁପ୍ତଚରମାନଙ୍କୁ ସାହାଯ୍ୟ କରିଥିଲା ଓ ରକ୍ଷା କରିଥିଲା। ଯିରୀହୋ ସହର ଉପରେ ଗୁପ୍ତ ଦୃଷ୍ଟି ରଖିବା ପାଇଁ ଯିହୋଶୂୟ ପଠାଇଥିବା ଗୁପ୍ତଚରମାନଙ୍କୁ ଲୁଗ୍ଭଇ ରଖିଥିଲା। ତେଣୁ ରାହାବ ଏବେ ମଧ୍ୟ ଇସ୍ରାଏଲମାନଙ୍କ ସହିତ ବାସ କରୁଅଛି। Faic an caibideil |