ଯିହୋଶୂୟ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିରେ ଯେତେବେଳେ ସେମାନେ ମହାଶବ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହା ଜୟଧ୍ୱନିରେ ଜୟଧ୍ୱନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।” Faic an caibideilପବିତ୍ର ବାଇବଲ (Re-edited) - (BSI)5 ଏଥିରେ ଯେତେବେଳେ ସେମାନେ ମହାଶଦ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ଵନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶଦ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହାଜୟଧ୍ଵନିରେ ଜୟଧ୍ଵନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ। Faic an caibideilଓଡିଆ ବାଇବେଲ5 ଏଥିରେ ଯେତେବେଳେ ସେମାନେ ମହାଶବ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହାଜୟଧ୍ୱନିରେ ଜୟଧ୍ୱନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ। Faic an caibideilପବିତ୍ର ବାଇବଲ5 ସମସ୍ତ ଯାଜକମାନେ ମେଷ ତୂରୀରେ ଦୀର୍ଘ ଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ ସେତେବେଳେ ସମସ୍ତ ଲୋକ ମହାଜୟ ଧ୍ୱନିରେ ଜୟଧ୍ୱନି କରିବେ ଏବଂ ପ୍ରାଚୀର ପଡ଼ିଯିବ ଓ ସମସ୍ତ ଲୋକମାନେ ସିଧା ନଗରକୁ ଯିବାକୁ ସକ୍ଷମ ହେବେ।” Faic an caibideil |