Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ସସଜ୍ଜ ଲୋକମାନେ ତୂରୀବାଦକ ଯାଜକମାନଙ୍କ ଆଗେ ଆଗେ ଚାଲିଲେ, ପୁଣି ଯାଜକମାନେ ତୂରୀ ବଜାଇ ଯାଉ ଯାଉ ପଶ୍ଚାଦ୍‍ଗାମୀ ଲୋକମାନେ ସିନ୍ଦୁକର ପଛେ ପଛେ ଗମନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଆଉ ସସଜ୍ଜ ଲୋକମାନେ ତୂରୀବାଦକ ଯାଜକମାନଙ୍କ ଆଗେ ଆଗେ ଚାଲିଲେ, ପୁଣି ଯାଜକମାନେ ତୂରୀ ବଜାଇ ଯାଉ ଯାଉ ପଶ୍ଚାଦ୍ଗାମୀ ଲୋକମାନେ ସିନ୍ଦୁକର ପଛେ ପଛେ ଗମନ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଆଉ ସସଜ୍ଜ ଲୋକମାନେ ତୂରୀବାଦକ ଯାଜକମାନଙ୍କ ଆଗେ ଆଗେ ଚାଲିଲେ, ପୁଣି ଯାଜକମାନେ ତୂରୀ ବଜାଇ ଯାଉ ଯାଉ ପଶ୍ଚାଦ୍‍ଗାମୀ ଲୋକମାନେ ସିନ୍ଦୁକର ପଛେ ପଛେ ଗମନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ସୈନ୍ୟମାନେ ସେମାନଙ୍କର ଅସ୍ତ୍ରଶସ୍ତ୍ର ସହ ଯେଉଁ ଯାଜକମାନେ ମେଷ ତୂରୀ ବଜାଉଥିଲେ ସେମାନଙ୍କର ସମ୍ମୁଖରେ ଗ୍ଭଲିଲେ। ପ୍ରହରୀଗଣ ପବିତ୍ର ନିୟମ-ସିନ୍ଦୁକ ପଛେ ପଛେ ଗ୍ଭଲିଲେ। ସେମାନେ ଏହିପରି ଭାବରେ ଅବିରତ ମେଷ ତୂରୀ ବଜାଇ ସହର ପରିକ୍ରମଣ କଲେ।

Faic an caibideil Dèan lethbhreac




ଯିହୋଶୂୟ 6:9
6 Iomraidhean Croise  

ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍‍ବର୍ତ୍ତୀ ହେବ।


ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।


ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଜୟଧ୍ୱନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ୱନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ୱନି କରିବ।”


ଆଉ ସାତ ଯାଜକ ମହାଶବ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍‍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ।


ତେଣୁ ଯିହୋଶୂୟ ଲୋକମାନଙ୍କୁ କହିଲା ଉତ୍ତାରେ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ମହାଶବ୍ଦକାରୀ ତୂରୀ ବହି ବଜାଇ ବଜାଇ ଚାଲିଲେ ଓ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ପଛେ ପଛେ ଚଳିଲା।


Lean sinn:

Sanasan


Sanasan