ଯିହୋଶୂୟ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ। Faic an caibideilଓଡିଆ ବାଇବେଲ12 ଏଥିଲାଗି ଇସ୍ରାଏଲ ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ। Faic an caibideilପବିତ୍ର ବାଇବଲ12 ସେହି କାରଣରୁ ଇସ୍ରାଏଲୀୟମାନେ ପରାସ୍ତ ହୋଇ ଫେରି ଆସିଛନ୍ତି। ସେମାନେ ଅପରାଧ କରିଥିବାରୁ ଓ ଧ୍ୱଂସ କାର୍ଯ୍ୟକୁ ନିନ୍ଦା କରିଥିବାରୁ ସେମାନେ ପରାସ୍ତ ହେଲେ। ତୁମ୍ଭେମାନେ ତୁମ୍ଭମାନଙ୍କ ପାଖରେ ଥିବା ସେହି ଲୁଟ୍ ବସ୍ତୁକୁ ଧ୍ୱଂସ ନ କଲା ପର୍ଯ୍ୟନ୍ତ ମୁଁ ତୁମ୍ଭ ସଙ୍ଗରେ ରହି ପାରିବି ନାହିଁ, ଯେଉଁଗୁଡ଼ିକ ଧ୍ୱଂସ କରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। Faic an caibideil |