Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 7:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ନିର୍ଣ୍ଣୀତ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସଦ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ନିର୍ଣ୍ଣୀତ ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ନିର୍ଣ୍ଣୀତ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

18 ଏହା ପରେ ଯିହୋଶୂୟ ସେ ପରିବାରର ସମସ୍ତ ମନୁଷ୍ୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବାକୁ କହିଲେ। ସଦାପ୍ରଭୁ କର୍ମିର ପୁତ୍ର ଆଖ‌ନ୍‌କୁ ମନୋନୀତ କଲେ। କାର୍ମି ଜିମିରର ପୁତ୍ର ଥିଲା ଏବଂ ଜିମିରି ସେରହର ପୁତ୍ର ଥିଲା।

Faic an caibideil Dèan lethbhreac




ଯିହୋଶୂୟ 7:18
6 Iomraidhean Croise  

ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।


ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍‍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;


ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।


ତହୁଁ ସେ ଯିହୁଦା ଗୋଷ୍ଠୀକୁ ନିକଟକୁ ଅଣାନ୍ତେ, ସେରହର ଗୋଷ୍ଠୀ ନିର୍ଣ୍ଣୀତ ହେଲା; ତହୁଁ ସେ ସେରହ ଗୋଷ୍ଠୀର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ସବ୍‍ଦି ନିର୍ଣ୍ଣୀତ ହେଲା।


ଏଉତ୍ତାରେ ଶାଉଲ କହିଲେ, “ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର,” ତହିଁରେ ଯୋନାଥନ ନିର୍ଣ୍ଣୀତ ହେଲା।


Lean sinn:

Sanasan


Sanasan