ଯିହୋଶୂୟ 7:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତେବେ ଯିହୋଶୂୟ ଆଖନ୍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)19 ତେବେ ଯିହୋଶୂୟ ଆଖନ୍କୁ କହିଲେ, ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ଵୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ ; ମୋଠୁଁ ତାହା ଲୁଚାଅ ନାହିଁ। Faic an caibideilଓଡିଆ ବାଇବେଲ19 ତେବେ ଯିହୋଶୂୟ ଆଖନ୍କୁ କହିଲେ, ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋଠୁଁ ତାହା ଲୁଚାଅ ନାହିଁ। Faic an caibideilପବିତ୍ର ବାଇବଲ19 ତା'ପରେ ଯିହୋଶୂୟ ଆଖନ୍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର, ତୁମ୍ଭେ କ’ଣ କରିଛ ମୋତେ କୁହ ସେ କଥା ଲୁଗ୍ଭଅ ନାହିଁ।” Faic an caibideil |