ଯିହୋଶୂୟ 7:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇ ଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।” Faic an caibideilପବିତ୍ର ବାଇବଲ (Re-edited) - (BSI)21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ତିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ତା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ଵୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି। Faic an caibideilଓଡିଆ ବାଇବେଲ21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋ’ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି। Faic an caibideilପବିତ୍ର ବାଇବଲ21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ତିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ 200 ଶେକଲ ରୂପା ଓ ଏକ ପାଉଣ୍ତ ଓଜନର ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି। ଏବଂ ସେଗୁଡ଼ିକୁ ମୋ’ ତମ୍ବୁ ମଧ୍ୟରେ ପୋତି ଅଛି। ଆଉ ରୂପା କୋଟ୍ ତଳେ ଅଛି।” Faic an caibideil |