ଯିହୋଶୂୟ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତେବେ ସେମାନେ ତମ୍ବୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)23 ତେବେ ସେମାନେ ତମ୍ଵୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ। Faic an caibideilଓଡିଆ ବାଇବେଲ23 ତେବେ ସେମାନେ ତମ୍ବୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ। Faic an caibideilପବିତ୍ର ବାଇବଲ23 ଲୋକମାନେ ସେ ସମସ୍ତ ଦ୍ରବ୍ୟକୁ ତମ୍ବୁର ବାହାରକୁ ଆଣିଲେ। ସେମାନେ ସେ ସମସ୍ତ ଦ୍ରବ୍ୟକୁ ଯିହୋଶୂୟ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କର ସମ୍ମୁଖକୁ ଆଣିଲେ। ସେମାନେ ସେଗୁଡ଼ିକୁ ସଦାପ୍ରଭୁଙ୍କ ଉପସ୍ଥିତିରେ ଥୋଇ ଦେଲେ। Faic an caibideil |