Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ପ୍ରଭୋ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ହେ ପ୍ରଭୋ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ହେ ପ୍ରଭୁ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ହେ ସଦାପ୍ରଭୁ, ଇସ୍ରାଏଲ ଶତ୍ରୁଗଣଙ୍କ ଦ୍ୱାରା ପରାଜିତ ହେବା ପରେ ଆମ୍ଭେ କ’ଣ କରିବୁ?

Faic an caibideil Dèan lethbhreac




ଯିହୋଶୂୟ 7:8
8 Iomraidhean Croise  

ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?


ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।


ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।


ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋʼ ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି।


ପୁଣି ଯିହୋଶୂୟ କହିଲେ, “ହାୟ ହାୟ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥାʼନ୍ତୁ!


କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?”


ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।”


Lean sinn:

Sanasan


Sanasan