ଯିହୋଶୂୟ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?” Faic an caibideilପବିତ୍ର ବାଇବଲ (Re-edited) - (BSI)9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କଅଣ କରିବ? Faic an caibideilଓଡିଆ ବାଇବେଲ9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କ’ଣ କରିବ? Faic an caibideilପବିତ୍ର ବାଇବଲ9 କିଣାନୀୟମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷୟରେ ଶୁଣିବେ। ସେମାନେ ଆମ୍ଭକୁ ଘେରି ଆକ୍ରମଣ କରିବେ ଓ ବିନାଶ ମଧ୍ୟ କରିବେ। ତା'ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକୁ ରକ୍ଷା କରିବ?” Faic an caibideil |
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”