ଯିହୋଶୂୟ 8:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେ; ଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)22 ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେନ୍ତଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ। Faic an caibideilଓଡିଆ ବାଇବେଲ22 ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେ; ଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ। Faic an caibideilପବିତ୍ର ବାଇବଲ22 ଏହା ପରେ ଯେଉଁ ଲୋକମାନେ ଲୁଚିଥିଲେ, ସେମାନେ ବାହାରି ଆସିଲେ ଏବଂ ଯୁଦ୍ଧ କଲେ। ଏହିପରି ଅୟର ଲୋକମାନଙ୍କର ଉଭୟ ପାର୍ଶ୍ୱରେ ଇସ୍ରାଏଲର ସୈନ୍ୟମାନେ ଜଗି ଗଲେ ଓ ସେମାନଙ୍କୁ ପରାସ୍ତ କଲେ। ଇସ୍ରାଏଲର ସୈନ୍ୟମାନେ ଅୟର ଗୋଟିଏ ସୈନ୍ୟକୁ ମଧ୍ୟ ଛାଡ଼ିଲେ ନାହିଁ। Faic an caibideil |