Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 8:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କାରଣ ଅୟ ନିବାସୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଯାଏ ଯିହୋଶୂୟ ଆପଣାର ଯେଉଁ ହସ୍ତ ବର୍ଚ୍ଛା ଧରି ବିସ୍ତାର କରିଥିଲେ, ତାହା ସେ ସଙ୍କୁଚିତ କଲେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

26 କାରଣ ଅୟ ନିବାସୀ ସମସ୍ତଙ୍କୁ ବର୍ଜିତ ରୂପେ ବିନାଶ କରିବା ଯାଏ ଯିହୋଶୂୟ ଆପଣାର ଯେଉଁ ହସ୍ତ ବର୍ଚ୍ଛା ଧରି ବିସ୍ତାର କରିଥିଲେ, ତାହା ସେ ସଙ୍କୁଚିତ କଲେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

26 କାରଣ ଅୟ ନିବାସୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଯାଏ ଯିହୋଶୂୟ ଆପଣାର ଯେଉଁ ହସ୍ତ ବର୍ଚ୍ଛା ଧରି ବିସ୍ତାର କରିଥିଲେ, ତାହା ସେ ସଙ୍କୁଚିତ କଲେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

26 ଅୟ ନିବାସୀ ସମସ୍ତଙ୍କୁ ବର୍ଜିତ ରୂପେ ବିନାଶ କରିବା ଯାଏ ଯିହୋଶୂୟ ନିଜ ହାତରେ ଧରିଥିବା ବର୍ଚ୍ଛାକୁ ବିସ୍ତାର କରିଥିଲେ। ଏହାକୁ ଯିହୋଶୂୟ ସଙ୍କୁଚିତ କଲେ ନାହିଁ।

Faic an caibideil Dèan lethbhreac




ଯିହୋଶୂୟ 8:26
5 Iomraidhean Croise  

ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ।


ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।


ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା।” ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।


ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍‍ ନିବାସୀମାନେ ଶୁଣିଲେ,


Lean sinn:

Sanasan


Sanasan