Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 8:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଉତ୍ତାରେ ଯିହୋଶୂୟ ଏବଲ ପର୍ବତରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

30 ଏଉତ୍ତାରେ ଯିହୋଶୂୟ ଏବଲ ପର୍ବତରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

30 ଏଉତ୍ତାରେ ଯିହୋଶୂୟ ଏବଲ ପର୍ବତରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

30 ଏହା ପରେ ଯିହୋଶୂୟ ଏବଲ ପର୍ବତ ଉପରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ।

Faic an caibideil Dèan lethbhreac




ଯିହୋଶୂୟ 8:30
5 Iomraidhean Croise  

ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।


ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।


ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।


Lean sinn:

Sanasan


Sanasan