Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 8:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ତହୁଁ ବ୍ୟବସ୍ଥା-ଗ୍ରନ୍ଥର ସମସ୍ତ ଲେଖାନୁସାରେ ସେ ଆଶୀର୍ବାଦ ଓ ଅଭିଶାପ ବିଷୟକ ବ୍ୟବସ୍ଥାର ସମସ୍ତ କଥା ପାଠ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

34 ତହୁଁ ବ୍ୟବସ୍ଥା-ଗ୍ରନ୍ଥର ସମସ୍ତ ଲେଖାନୁସାରେ ସେ ଆଶୀର୍ବାଦ ଓ ଅଭିଶାପ ବିଷୟକ ବ୍ୟବସ୍ଥାର ସମସ୍ତ କଥା ପାଠ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

34 ତହୁଁ ବ୍ୟବସ୍ଥାଗ୍ରନ୍ଥର ସମସ୍ତ ଲେଖାନୁସାରେ ସେ ଆଶୀର୍ବାଦ ଓ ଅଭିଶାପ ବିଷୟକ ବ୍ୟବସ୍ଥାର ସମସ୍ତ କଥା ପାଠ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

34 ଏହା ପରେ ବ୍ୟବସ୍ଥା ପୁସ୍ତକରେ ଲେଖାଯାଇଥିବା ଉଭୟ ଆଶୀର୍ବାଦ ଓ ଅଭିଶାପ ବିଷୟକ ବ୍ୟବସ୍ଥାର ସମସ୍ତ ଶବ୍ଦ ସେ ପାଠକଲେ।

Faic an caibideil Dèan lethbhreac




ଯିହୋଶୂୟ 8:34
10 Iomraidhean Croise  

ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତକାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,


ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।


ଆଉ ଲେବୀୟମାନେ ଉଚ୍ଚସ୍ୱରରେ ସମସ୍ତ ଇସ୍ରାଏଲୀୟ ଲୋକଙ୍କୁ ଉତ୍ତର ଦେଇ କହିବେ:


ସଦାପ୍ରଭୁ ତୁମ୍ଭକୁ ଉନ୍ମାଦ ଓ ଅନ୍ଧତା ଓ ଚିତ୍ତର ସ୍ତବ୍ଧତା ଦ୍ୱାରା ଆଘାତ କରିବେ।


ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।


Lean sinn:

Sanasan


Sanasan