ଯିହୋଶୂୟ 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ସେମାନେ ଆମ୍ଭମାନଙ୍କ ପଛେ ପଛେ ଆସିଲେ, ଆମ୍ଭେମାନେ ସେମାନଙ୍କୁ ନଗରରୁ କ୍ରମେ କ୍ରମେ ଦୂରକୁ ଆକର୍ଷଣ କରି ଆଣିବୁ; କାରଣ ସେମାନେ କହିବେ, ଏମାନେ ପୂର୍ବ ପରି ଆମ୍ଭମାନଙ୍କ ଆଗରୁ ପଳାଉଅଛନ୍ତି; ଏହିରୂପେ ଆମ୍ଭେମାନେ ସେମାନଙ୍କ ସମ୍ମୁଖରୁ ପଳାଇବୁ; Faic an caibideilପବିତ୍ର ବାଇବଲ (Re-edited) - (BSI)6 ତହୁଁ ସେମାନେ ଆମ୍ଭମାନଙ୍କ ପଛେ ପଛେ ଆସିଲେ, ଆମ୍ଭେମାନେ ସେମାନଙ୍କୁ ନଗରରୁ କ୍ରମେ କ୍ରମେ ଦୂରକୁ ଆକର୍ଷଣ କରି ଆଣିବୁ; କାରଣ ସେମାନେ କହିବେ, ଏମାନେ ପୂର୍ବ ପରି ଆମ୍ଭମାନଙ୍କ ଆଗରୁ ପଳାଉ ଅଛନ୍ତି; ଏହିରୂପେ ଆମ୍ଭେମାନେ ସେମାନଙ୍କ ସମ୍ମୁଖରୁ ପଳାଇବୁ; Faic an caibideilଓଡିଆ ବାଇବେଲ6 ତହୁଁ ସେମାନେ ଆମ୍ଭମାନଙ୍କ ପଛେ ପଛେ ଆସିଲେ, ଆମ୍ଭେମାନେ ସେମାନଙ୍କୁ ନଗରରୁ କ୍ରମେ କ୍ରମେ ଦୂରକୁ ଆକର୍ଷଣ କରି ଆଣିବୁ; କାରଣ ସେମାନେ କହିବେ, ଏମାନେ ପୂର୍ବ ପରି ଆମ୍ଭମାନଙ୍କ ଆଗରୁ ପଳାଉଅଛନ୍ତି; ଏହିରୂପେ ଆମ୍ଭେମାନେ ସେମାନଙ୍କ ସମ୍ମୁଖରୁ ପଳାଇବୁ; Faic an caibideilପବିତ୍ର ବାଇବଲ6 ସେମାନେ ଆମ୍ଭ ପଛରେ ଗୋଡ଼ାଇବେ ନଗର ବାହାରକୁ। ସେମାନେ ଭାବିବେ ଆମ୍ଭେ ସେମାନଙ୍କୁ ଭୟରେ ପୂର୍ବଥର ପରି ଡରି ପଳାଇ ଯାଉଛୁ। ତେଣୁ ଆମ୍ଭେମାନେ ଦୌଡ଼ି ପଲାଇବୁ। Faic an caibideil |