Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ‘ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ।’”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ‘ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ।’”

Faic an caibideil Dèan lethbhreac

ପବିତ୍ର ବାଇବଲ

11 ଏଣୁ ଆମ୍ଭମାନଙ୍କର ପ୍ରାଚୀନବର୍ଗ ଏବଂ ଆମ୍ଭମାନଙ୍କ ଦେଶରେ ଲୋକମାନେ କହିଲେ, ‘ତୁମ୍ଭମାନଙ୍କର ଯାତ୍ରାପାଇଁ ପ୍ରଚୁର ଖାଦ୍ୟ ନେଇ ଯାଅ ଏବଂ ଇସ୍ରାଏଲୀୟମାନଙ୍କ ସହିତ ସାକ୍ଷାତ କର।’ ତାଙ୍କୁ କୁହ, ‘ଆମ୍ଭେମାନେ ତୁମ୍ଭର ଦାସ, ତେଣୁ ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ଏକ ଶାନ୍ତି ଚୁକ୍ତି କର।’

Faic an caibideil Dèan lethbhreac




ଯିହୋଶୂୟ 9:11
9 Iomraidhean Croise  

ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇଯାଅ; କେଜାଣି ତାହା ଭୁଲ୍ ହୋଇଥିବ।


ଏହେତୁ ଗୃହାଧ୍ୟକ୍ଷ ଓ ନଗରାଧ୍ୟକ୍ଷ, ମଧ୍ୟ ପ୍ରାଚୀନମାନେ ଓ ସନ୍ତାନଗଣର ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ ଓ ଆପଣ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିବେ, ଆମ୍ଭେମାନେ ତାହାସବୁ କରିବୁ; ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ; ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା ଆପଣ କରନ୍ତୁ।”


ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ, ଆମୋଦ, ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେ।


ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ।


“ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।’”


ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍‍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍‍ ନିବାସୀ ବାଶନ-ରାଜା ଓଗ୍‍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।


ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି।


ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ?”


Lean sinn:

Sanasan


Sanasan