Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 9:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

23 ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ଵରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

23 ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

23 ଏଥିନିମନ୍ତେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ। ତୁମ୍ଭେମାନେ ମୋର ପରମେଶ୍ୱରଙ୍କ ଗୃହର କାଠ ‌‌କଟାଳୀ ଓ ଜଳ ‌‌କଢ଼ାଳୀ ହୋଇ ସବୁଦିନ ପାଇଁ ରହିବ।”

Faic an caibideil Dèan lethbhreac




ଯିହୋଶୂୟ 9:23
5 Iomraidhean Croise  

ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,


ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ଡଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ।


ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ଡଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ।


Lean sinn:

Sanasan


Sanasan