Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୋଟୀ ଶୁଖିଲା ଓ ଗମରା ହୋଇ ଯାଇଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ସେମାନେ ମଧ୍ୟ ପାଦରେ ପୁରୁଣା ତାଳିପକା ଜୋତା ଓ ଦେହରେ ପୁରୁଣା ତାଳିପକା ଲୁଗା ପିନ୍ଧିଲେ। ସେମାନେ ଶୁଖିଲା ଓ ଫିମ୍ପା ରୋଟୀ ଗଧ ଉପରେ ନଦିଲେ।

Faic an caibideil Dèan lethbhreac




ଯିହୋଶୂୟ 9:5
7 Iomraidhean Croise  

କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,


ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।


ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”


ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି।


ପୁଣି ଏହି ଯେସବୁ ଦ୍ରାକ୍ଷାରସ କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି।


ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;


ଏହିରୂପେ ସେମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”


Lean sinn:

Sanasan


Sanasan