ବିଳାପ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଦୁଃଖ ସକାଶୁ ଓ ମହାଦାସତ୍ଵ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ଦେବପୂଜକମାନଙ୍କ ମଧ୍ୟରେ ବାସ କରେ, ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଙ୍କୀର୍ଣ୍ଣ ପଥରେ ତାହାର ସଙ୍ଗ ଧରିଲେ। Faic an caibideilଓଡିଆ ବାଇବେଲ3 ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଙ୍କୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି। Faic an caibideilପବିତ୍ର ବାଇବଲ3 ଯିହୁଦା ବହୁ ଦୁଃଖ ଯୋଗୁଁ ନିର୍ବାସିତ ହୋଇଅଛି। ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ ଓ ସେ ବିଶ୍ରାମ ପାଏ ନାହିଁ। ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାକୁ ଧରିଲେ। Faic an caibideil |