ବିଳାପ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)5 ତାହାର ବିପକ୍ଷଗଣ ମସ୍ତକ ସ୍ଵରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ଆଗେ ଆଗେ ବନ୍ଦୀ ହୋଇ ଯାଇଅଛନ୍ତି। Faic an caibideilଓଡିଆ ବାଇବେଲ5 ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞା-ଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି। Faic an caibideilପବିତ୍ର ବାଇବଲ5 ତା'ର ବିପକ୍ଷମାନେ ଜୟଲାଭ କରିଛନ୍ତି ଓ ତା'ର ଶତ୍ରୁଗଣ ସୌଭାଗ୍ୟବାନ୍ ହୋଇଛନ୍ତି। କାରଣ ତା'ର ଅପାର ପାପ ଯୋଗୁଁ ସଦାପ୍ରଭୁ ତାକୁ କ୍ଳେଶ ଦେଇଛନ୍ତି। ତା'ର ଶିଶୁ ସନ୍ତାନଗଣ ଶତ୍ରୁମାନଙ୍କ ଦ୍ୱାରା ନିର୍ବାସିତ ହୋଇଯାଇଛନ୍ତି। Faic an caibideil |