ବିଳାପ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)10 ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ-ଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧିଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକି ଆପଣା ଆପଣା ମସ୍ତକ ନୁଆଁଉ-ଅଛନ୍ତି। Faic an caibideilଓଡିଆ ବାଇବେଲ10 ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଝୋଟର କନା ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି। Faic an caibideilପବିତ୍ର ବାଇବଲ10 ସିୟୋନ କନ୍ୟା, ବୟସ୍କାମାନେ ନୀରବରେ ଭୂମିରେ ବସିଛନ୍ତି। ସେମାନେ ଆପଣା ମସ୍ତକରେ ଧୂଳି ବୋଳି ହୋଇଛନ୍ତି ଓ କଟି ଦେଶରେ ଶୋକ ବସ୍ତ୍ର ବାନ୍ଧିଛନ୍ତି। ଯିରୁଶାଲମର କୁମାରୀମାନେ ଭୂମିକୁ ସେମାନଙ୍କର ମସ୍ତକରେ ଅବନତ କରିଛନ୍ତି। Faic an caibideil |