ବିଳାପ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି। Faic an caibideilଓଡିଆ ବାଇବେଲ11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋ’ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି। Faic an caibideilପବିତ୍ର ବାଇବଲ11 ମୋର ଚକ୍ଷୁଯୁଗଳ ଲୋତକରେ ପୂର୍ଣ୍ଣ ହୁଏ ଓ ଅନ୍ତର ବ୍ୟଥିତ ହୁଏ। ମୋର ଲୋକମାନଙ୍କର ବିନାଶ ହେତୁ ମୋର ହୃଦୟ ଭୂମିରେ ଢଳା ହେଲାପରି ଅନୁଭବ କରେ, କାରଣ ନଗରର ପଥ ସମୂହରେ ବାଳକ ବାଳିକା ଓ ଦୁଗ୍ଧପୋଷ୍ୟ ଶିଶୁମାନେ ମୂର୍ଚ୍ଛିତ ହୋଇ ପଡ଼ିଛନ୍ତି। Faic an caibideil |
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;