Biblia Todo Logo
Bìoball air-loidhne

- Sanasan -




ବିଳାପ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆହୁରି, ସେ କଙ୍କରରେ ମୋର ଦନ୍ତ ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଆହୁରି, ସେ କଙ୍କରରେ ମୋର ଦ; ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଆହୁରି, ସେ କଙ୍କରରେ ମୋର ଦନ୍ତ ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ସଦାପ୍ରଭୁ ମୋର ଦାନ୍ତସବୁ ପଥରରେ ଭାଙ୍ଗିଛନ୍ତି ଏବଂ ଧୂଳିରେ ମୋତେ ପଦାଘାତ କରିଅଛନ୍ତି।

Faic an caibideil Dèan lethbhreac




ବିଳାପ 3:16
10 Iomraidhean Croise  

ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା।


ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ।


କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।


ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।


ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।


ମିଥ୍ୟା ଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ।


ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍‍ ଆମ୍ଭମାନଙ୍କୁ ଆକ୍ରମଣ କରିବ।


ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।


କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ,


ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ?


Lean sinn:

Sanasan


Sanasan