Biblia Todo Logo
Bìoball air-loidhne

- Sanasan -




ବିଳାପ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ଵର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ଏପରି କି ମୁଁ ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର କଲେ ବି ସଦାପ୍ରଭୁ ମୋ’ ପ୍ରାର୍ଥନା ଶୁଣି ନାହାନ୍ତି।

Faic an caibideil Dèan lethbhreac




ବିଳାପ 3:8
9 Iomraidhean Croise  

ଦେଖ, ମୁଁ ଅନ୍ୟାୟପ୍ରଯୁକ୍ତ କ୍ରନ୍ଦନ କରେ, ମାତ୍ର ତାହା ଶୁଣାଯାଉ ନାହିଁ; ମୁଁ ସାହାଯ୍ୟ ନିମନ୍ତେ ଆର୍ତ୍ତନାଦ କରେ, ମାତ୍ର କିଛି ବିଚାର ହୁଏ ନାହିଁ।


ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦିଅ ନାହିଁ। ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ।


ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।


ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ?


ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ।


ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।


ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ? ମୁଁ “ଦୌରାତ୍ମ୍ୟ” ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।


ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍‌ଥାନୀ?” ଅର୍ଥାତ୍‍, “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”


କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ।


Lean sinn:

Sanasan


Sanasan