ବିଳାପ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ। Faic an caibideilପବିତ୍ର ବାଇବଲ (Re-edited) - (BSI)6 କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ। Faic an caibideilଓଡିଆ ବାଇବେଲ6 କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋ’ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ। Faic an caibideilପବିତ୍ର ବାଇବଲ6 ଯିରୁଶାଲମ କନ୍ୟାମାନଙ୍କର ପାପ ସଦୋମ ଓ ଗୋମୋରଠାରୁ ଅଧିକ। ସଦୋମ ନିମିଷକ ମଧ୍ୟରେ ଧ୍ୱଂସପ୍ରାପ୍ତ ହେଲା ଓ କେହି ତାକୁ ଆକ୍ରମଣ କରି ନ ଥିଲେ। Faic an caibideil |