ଲେବୀୟ ପୁସ୍ତକ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ତ ଖଣ୍ତ କରିବ; ତହିଁରେ ଯାଜକ ବେଦି-ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ। Faic an caibideilଓଡିଆ ବାଇବେଲ12 ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ। Faic an caibideilପବିତ୍ର ବାଇବଲ12 ତା'ପରେ ସେ ଯାଜକ ତା'ର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରି ଯଜ୍ଞବେଦି ଉପରିସ୍ଥ ଅଗ୍ନି ଓ କାଠ ଉପରେ ତାହା ସଜାଇ ରଖିବ। Faic an caibideil |