Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ଵରେ ନିଗାଡ଼ିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

15 ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

15 ତହୁଁ ଯାଜକ ତାକୁ ଯଜ୍ଞବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ଆଉ ତା'ର ରକ୍ତ ଯଜ୍ଞବେଦି ପାର୍ଶ୍ୱରେ ନିଗାଡ଼ିବ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 1:15
10 Iomraidhean Croise  

ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ?


ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।


ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ।


ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।


ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।


Lean sinn:

Sanasan


Sanasan