ଲେବୀୟ ପୁସ୍ତକ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ସେ ଯେବେ ଗୋଠରୁ ହୋମାର୍ଥକ ବଳି ଦିଏ, ତେବେ ନିଖୁନ୍ତ ପୁଂପଶୁ ନେବ; ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବା ନିମନ୍ତେ ସମାଗମ-ତମ୍ଵୁଦ୍ଵାର ନିକଟକୁ ତାହା ଆଣିବ। Faic an caibideilଓଡିଆ ବାଇବେଲ3 ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ। Faic an caibideilପବିତ୍ର ବାଇବଲ3 “ସେ ଯଦି ନିଜ ଗୋଠରୁ ଗାଈ ହୋମବଳି ରୂପେ ଉତ୍ସର୍ଗ କରେ, ତେବେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରି ହୋଇଥିବ ଓ ସେ ତାକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ୱାରା ଗୃହୀତ ହେବ। Faic an caibideil |
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।