ଲେବୀୟ ପୁସ୍ତକ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତର ନିର୍ଭର ଦେବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ। Faic an caibideilଓଡିଆ ବାଇବେଲ4 ପୁଣି, ସେ ହୋମ ବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ। Faic an caibideilପବିତ୍ର ବାଇବଲ4 ପୁଣି ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ। ତାହାହେଲେ ସେହି ବଳି ତାହାର ପ୍ରାୟଶ୍ଚିତ ରୂପେ ଗ୍ରାହ୍ୟ ହେବ। Faic an caibideil |