ଲେବୀୟ ପୁସ୍ତକ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ମାତ୍ର ସେ ତାହାର ଅନ୍ତ୍ର ଓ ପଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। Faic an caibideilଓଡିଆ ବାଇବେଲ9 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। Faic an caibideilପବିତ୍ର ବାଇବଲ9 ମାତ୍ର ସେହି ଯାଜକ ଅନ୍ତ ଅଂଶ ଓ ଗୋଡ଼ ଜଳରେ ଧୌତ କରିବେ ତା'ପରେ ଯାଜକ ଯଜ୍ଞବେଦି ଉପରେ ତାକୁ ଦଗ୍ଧ କରିବେ ଓ ତାହା ଗୋଟିଏ ହୋମବଳି ହେବ। ଏବଂ ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ହେବ। Faic an caibideil |
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।