ଲେବୀୟ ପୁସ୍ତକ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ, ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ତାଡ଼ି ବିନା ଭୋଜନ କର, ଯେହେତୁ ତାହା ମହାପବିତ୍ର; Faic an caibideilପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ମୋଶା ହାରୋଣଙ୍କୁ ଓ ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ-ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ବିନା ତାଡ଼ିରେ ଭୋଜନ କର, ଯେହେତୁ ତାହା ମହାପବିତ୍ର; Faic an caibideilଓଡିଆ ବାଇବେଲ12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ, ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ତାଡ଼ି ବିନା ଭୋଜନ କର, ଯେହେତୁ ତାହା ମହାପବିତ୍ର; Faic an caibideilପବିତ୍ର ବାଇବଲ12 ଏହା ପରେ ମୋଶା ହାରୋଣଙ୍କୁ ଓ ତାଙ୍କର ଜୀବିତ ଥିବା ଅବଶିଷ୍ଟ ଦୁଇପୁତ୍ର ଇଲିୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉପହାରରୁ ଅବଶିଷ୍ଟ ଯେଉଁ ଶସ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ଯଜ୍ଞବେଦି ନିକଟରେ ବିନା ତାଡ଼ିରେ ଭୋଜନ କର, ତାହା ମହାପବିତ୍ର। Faic an caibideil |