ଲେବୀୟ ପୁସ୍ତକ 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ; Faic an caibideilପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ଵୁରେ ପ୍ରବେଶ କରିବ, ସେ ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ; Faic an caibideilଓଡିଆ ବାଇବେଲ9 “ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ; Faic an caibideilପବିତ୍ର ବାଇବଲ9 “ତୁମ୍ଭେ କିମ୍ବା ତୁମ୍ଭର ପୁତ୍ରଗଣ ଯେତେବେଳେ ସମାଗମ-ତମ୍ବୁରେ ପ୍ରବେଶ କରିବ ତୁମ୍ଭେମାନେ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବ ନାହିଁ। ଯଦି ତୁମ୍ଭେମାନେ ତାହା କର ତେବେ ତୁମ୍ଭେମାନେ ମରିବ। ଏହି ବ୍ୟବସ୍ଥା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ପାଳିତ ହେବ। Faic an caibideil |