ଲେବୀୟ ପୁସ୍ତକ 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି। Faic an caibideilପବିତ୍ର ବାଇବଲ (Re-edited) - (BSI)4 ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରଇ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି। Faic an caibideilଓଡିଆ ବାଇବେଲ4 ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି। Faic an caibideilପବିତ୍ର ବାଇବଲ4-6 “କେତେକ ପଶୁ ଅଛନ୍ତି ଯେଉଁମାନେ କି ପାକୁଳି କରନ୍ତି। ମାତ୍ର ସେମାନଙ୍କର ଖୁରା ଦୁଇଫାଳରେ ବିଭକ୍ତ ନୁହେଁ, ସେଭଳି ପ୍ରାଣୀଙ୍କୁ ତୁମ୍ଭେମାନେ ଭୋଜନ କରିବ ନାହିଁ। ସେମାନଙ୍କ ମଧ୍ୟରେ ଓଟ, ଶାଫନ୍ ଓ ଠେକୁଆ ପ୍ରଭୃତି ତୁମ୍ଭମାନଙ୍କ ପାଇଁ ଅଶୁଚି ଅଟେ। Faic an caibideil |