Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 12:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ଯେବେ ସେ କନ୍ୟା ପ୍ରସବ କରେ, ତେବେ ସେ ଯେପରି ସ୍ତ୍ରୀଧର୍ମର ଅଶୌଚ ସମୟରେ, ସେପରି ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୌଚ ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ମାତ୍ର ଯେବେ ଜଣେ ସ୍ତ୍ରୀ କନ୍ୟା ପ୍ରସବ କରେ, ସେହିଭଳି ସ୍ତ୍ରୀ ଧର୍ମର ଅଶୌଚ ସମୟରେ ରହେ, ସେ ଦୁଇ ସପ୍ତାହ ପାଇଁ ଅଶୁଚି ରହିବ। ତା'ପରେ ତା'ର ଦେହର ରକ୍ତସ୍ରାବରୁ ଶୁଦ୍ଧ ହେବା ପାଇଁ ତାକୁ ଆଉ ଛଅଷଠି ଦିନ ଅପେକ୍ଷା କରିବା ଉଚିତ୍।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 12:5
5 Iomraidhean Croise  

ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ।


ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।


ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକ ବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।


Lean sinn:

Sanasan


Sanasan