Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 13:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠ ରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ତେବେ ତାହା ଶରୀରର ଚର୍ମରେ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ସେ ତାହାକୁ ସମାଜରୁ ପୃଥକ କରିବ ନାହିଁ, କାରଣ ସେ ଅଶୁଚି।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 13:11
3 Iomraidhean Croise  

ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,


ଆଉ, ଯଦି କୁଷ୍ଠରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘାʼଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,


ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘାʼ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।


Lean sinn:

Sanasan


Sanasan