ଲେବୀୟ ପୁସ୍ତକ 13:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ଯଦି କୁଷ୍ଠରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘାʼଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ, Faic an caibideilପବିତ୍ର ବାଇବଲ (Re-edited) - (BSI)12 ଆଉ, ଯେବେ କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘାʼଯୁକ୍ତ ଲୋକର ମସ୍ତକଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠ ରୋଗରେ ଆଚ୍ଛନ୍ନ ହୋଇଥାଏ, Faic an caibideilଓଡିଆ ବାଇବେଲ12 ଆଉ, ଯଦି କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘା’ଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ, Faic an caibideilପବିତ୍ର ବାଇବଲ12 “ସମୟେ ସମୟେ କୁଷ୍ଠରୋଗ ଲୋକର ସମଗ୍ର ଶରୀରକୁ ବ୍ୟାପି ଥାଏ। ସେହି କୁଷ୍ଠରୋଗ ଆପାଦମସ୍ତକ ଶରୀରକୁ ଆଚ୍ଛନ୍ନ କରିଥାଏ। ସେତେବେଳେ ଯାଜକ ସେହି ଲୋକର ସମସ୍ତ ଶରୀର ଦେଖିବ। Faic an caibideil |